23 ଜୁନ 2019 ରବିବାର : ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମାଆ ଲକ୍ଷ୍ମୀଙ୍କ ଅପର କୃପା ରହିବା । ଆର୍ଥିକ ସ୍ଥିତି ସ୍ଵଛଳ ରହିବା, ଅଧୁରା ସ୍ଵପ ପୂରା ହେବ…

Spread the love

23 ଜୁନ 2019 ରବିବାର : ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମାଆ ଲକ୍ଷ୍ମୀଙ୍କ ଅପର କୃପା ରହିବା । ଆର୍ଥିକ ସ୍ଥିତି ସ୍ଵଛଳ ରହିବା, ଅଧୁରା ସ୍ଵପ ପୂରା ହେବ…

ଆମେ ଆପଣଙ୍କୁ ଆଜିର ରାଶିଫଳ କହିବାକୁ ଯାଉଛୁ । ରାଶିଫଳ ଆମ ଜୀବନରେ ବହୁତ ମହତ୍ୱ ରହିଛି । ଗ୍ରହ ଓ ନକ୍ଷେତ୍ରଙ୍କ ଚାଲି ଚଳନ ଆଧାରରେ ରସିଫାଲରା ନିର୍ମାଣ ହୋଇଥାଏ । ଗ୍ରହଙ୍କ ଚାଲି ଚଳନ ସବୁବେଳେ ବଦଳି ଥାଏ । ସେଥିପାଇଁ ଆମ ଦୈନିକ ଜୀବନରେ ଘଟୁଥିବା ଘଟଣା ସବୁବେଳେ ସମାନ ହୋଇନଥାଏ । ତାହେଲେ ଆପଣ ବି ଜାଣିବାକୁ ଚାଁହୁଚନ୍ତି ଯଦି ଆଜିର ଦିନ ଆପଣଙ୍କ ପାଇଁ କିପରି ରହିବ ? ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ? ଏହି ସବୁର ଉତ୍ତର ଜାଣିବାପାଇଁ ପଢନ୍ତୁ ଆଜିର ରାଶିଫଳ ।

ମେଷ: ମେଷ: ଆଜି ଆପଣଙ୍କ ମନରେ ଆତ୍ମବିଶ୍ଵାସ ଭରି ରହିବ । ଅଫିସରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ଲାଗି ଆପଣଙ୍କର ପ୍ରଶଂସା ହେବ । ରାଜନୀତିରେ ସଫଳତା ମିଳିବ । ଆଜି ଆପଣଙ୍କ ଘରକୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରିବେ । ମିତ୍ରମାନଙ୍କ ଏବଂ ସ୍ନେହୀଜନମାନଙ୍କର ଭେଟରେ ଆନନ୍ଦିତ ହେବେ । କାର୍ଯ୍ୟରେ ମିଳିଥିବା ସଫଳତାର କାରଣ ଆପଣଙ୍କ ଉତ୍ସାହରେ ବୃଦ୍ଧି ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରିବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବା । ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ପାରିବାରିକ ସମସ୍ୟାରୁ ଶାନ୍ତି ପାଇବେ । ଯେତେ ସମସ୍ୟା ଥିଲେ ମଧ୍ୟ କାମରୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଆକସ୍ମିକ ଦୁର୍ଘଟଣା ହେବାର ସମାଧାନ ରହିଛି, ସାବଧାନତା ଅବଲମ୍ବନ କରନ୍ତୁ । ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ । ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି । ଆପଣଙ୍କ କାମରେ ସକାରାତ୍ମକତା ନଜରକୁ ଆସିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ସରକାରୀ ଚାକିରିରେ ଥିବା ବ୍ୟକ୍ତି ବିଶେଷ ସୁଖବର ପାଇବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

କର୍କଟ: ପରିସ୍ଥିତ ଓ ପରିଣାମକୁ ଆଖି ଆଗରେ ରଖି କାମ କରିଚାଲିଲେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । କିଛି ଲୋକଙ୍କ ସହଯୋଗରେ କାମ ପୂରା ହେବ । ମିତ୍ରମାନଙ୍କ ସହିତ ବୁଲିବା, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ କିନ୍ତୁ ପରୋକ୍ଷ ପରୀକ୍ଷା ଓ ଅନୁସନ୍ଧାନ ନ କରି କୌଣସି ସିଦ୍ଧାନ୍ତରେ ଉପନୀତ ହେବା ଠିକ୍‌ ହେବ ନାହିଁ । ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ମହିଳାମାନେ ଧର୍ମକ୍ଷେତ୍ର ପ୍ରତି ମନ ବଳାଇବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା: ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଅଫିସ କାମରେ ସହର ବାହାରକୁ ମଧ୍ୟ ଯାଇପାରନ୍ତି । କୌଣସି କଥାକୁ ନେଇ ଅଧିକ ଜିଦ୍‌ କରନ୍ତୁ ନାହିିଁ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ରହିବା । ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଭୈରବୀ ।

ତୁଳା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ କିନ୍ତୁ ପ୍ରତିଟି କ୍ଷେତ୍ରରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ । ରାଜନୀତିତରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ସମାଜରେ ମନ ସମ୍ମାନ ବଢିବ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ନଚେତ ଆପଣ କ୍ଷତିଗ୍ରସ୍ତ ହୋଇପାରନ୍ତି । ମହିଳାମାନେ ଆନନ୍ଦରେ ଦିନ ଅତିବାହିତ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମାଣିକେଶ୍ବରୀ ।

ବିଛା: ପରିବାରର ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବେ, ଦିନଟି ମଙ୍ଗଳଯ ରହିବ । ବ୍ୟବସାୟୀମାନେ କର୍ମ କ୍ଷେତ୍ରରେ ସର୍ତକତା ଅବଲମ୍ବନ କରନ୍ତୁ ଏବଂ ନିଜ କଥାବାର୍ତ୍ତାରେ ନିୟନ୍ତ୍ରଣ ରଖାନ୍ତୁ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

ଧନୁ: ଦିନଟି ଆପଣଙ୍କ ଲାଗି ସୁଖ ସମ୍ଭାର ନେଇ ଆସିବ । ଅଟକିଥିବା କାର୍ଯ୍ୟକୁ ଦିନ ଦ୍ଵିଦ୍ଧାରେ ସମ୍ପାଦନ କରିପାରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବୃଦ୍ଧି ପାଇବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ: ହଳଦିଆ । ଆରାଧନା: ବାବା କପିଳସ ।

ମକର: ଦିନଟି ସକାରାତ୍ମକ ଭରା ରହିବ । ବ୍ୟବସାୟରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଉତ୍ତମ ରୋଜଗାର କରିପାରିବେ । ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ: ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଧୈର୍ଯ୍ୟ ଧରି କାମ କରନ୍ତୁ; ସଫଳ ନିଶ୍ଚୟ ହେବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମହିଳାମାନେ ପିଲାମାନଙ୍କ ସଫଳତା ବିଷୟରେ ଚିନ୍ତା କରି ଖୁସି ରହିବେ । ପାରିବାରିକ ଦାୟିତ୍ବ ସୁଚାରୁରୂପେ ନିର୍ବାହ କରିବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଆପଣଙ୍କ ମିଶ୍ରଣ ଫଳ ପ୍ରଦାନ କରିବ । କାର୍ଯ୍ୟକ୍ଷେତ୍ରରେ ଏଭଳି ଅବସର ମିଳିବ ଯାହାଦ୍ବାରା ଆମଦାନି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖା ଦେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ହନୁମାନ ।