24 ମାର୍ଚ୍ଚ ରବିବାର 2019 ରାଶିଫଳ : ସୂର୍ଯ୍ୟଦେବଙ୍କ କୃପାରୁ ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେ ସମ୍ୟକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ…..

Spread the love

24 ମାର୍ଚ୍ଚ ରବିବାର 2019 ରାଶିଫଳ : ସୂର୍ଯ୍ୟଦେବଙ୍କ କୃପାରୁ ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେ ସମ୍ୟକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ…..

ଆମେ ଆପଣଙ୍କୁ ଆଜିର ରାଶିଫଳ କହିବାକୁ ଯାଉଛୁ । ରାଶିଫଳ ଆମ ଜୀବନରେ ବହୁତ ମହତ୍ୱ ରହିଛି । ଗ୍ରହ ଓ ନକ୍ଷେତ୍ରଙ୍କ ଚାଲି ଚଳନ ଆଧାରରେ ରସିଫାଲରା ନିର୍ମାଣ ହୋଇଥାଏ । ଗ୍ରହଙ୍କ ଚାଲି ଚଳନ ସବୁବେଳେ ବଦଳି ଥାଏ । ସେଥିପାଇଁ ଆମ ଦୈନିକ ଜୀବନରେ ଘଟୁଥିବା ଘଟଣା ସବୁବେଳେ ସମାନ ହୋଇନଥାଏ । ତାହେଲେ ଆପଣ ବି ଜାଣିବାକୁ ଚାଁହୁଚନ୍ତି ଯଦି ଆଜିର ଦିନ ଆପଣଙ୍କ ପାଇଁ କିପରି ରହିବ ? ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ? ଏହି ସବୁର ଉତ୍ତର ଜାଣିବାପାଇଁ ପଢନ୍ତୁ ଆଜିର ରାଶିଫଳ ।

ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଅପରିଚିତଙ୍କ ସହିତ ସମ୍ପର୍କ ହେବ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ । ବ୍ୟବସାୟୀକ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବା । ରାଜନୀତିରେ ସଫଳତା ମିଳିବ । ସମାଜରେ ମାନ-ସମ୍ମାନ ବୃଦ୍ଧି ହେବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ପାରିବାରିକ ଜୀବନ ସୁଖମୟ ହେବ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: ଆଜି ଆପଣଙ୍କ ଆତ୍ମବିଶ୍ଵାସ ଦୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ନିୟୋଜିତ ରହିବେ । ବହୁ ଦିନର ଚିନ୍ତା ଦୂର ହେବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ଦୃଦ୍ଧି ପାଇଁ ନିରନ୍ତର ଚେଷ୍ଟର କରିବେ, ସଫଳତା ମଧ୍ୟ ପାଇବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । କୌଣସି କାମ କରିବା ଲାଗି ବଡ଼ ଲୋକଙ୍କ ସାହାଯ୍ୟ ପାଇପାରନ୍ତି । ଅଫିସରେ ଲାଗି ରହିଥିବା ବିବାଦ ସମାଧାନ ହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

ମିଥୁନ: ଭଗବାନଙ୍କ ଉପରେ ବିଶ୍ବାସ ରଖନ୍ତୁ; ସମସ୍ୟାର ଆଶୁ ସମାଧାନ ହେବ ଓ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ବଢିବ । ଅଫିସ୍‌ରେ ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସାମାଜିକ କାର୍ଯ୍ୟ କରିବାର ଅଧିକ ସମୟ ଦେବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କୋର୍ଟ କଚେରୀ, ମାଲିମକଦମରେ ସାକରତ୍ମକ ବିଜୟୀ ହେବେ । ମହିଳାମାନେ ନିଜ ଜୀବନଚର୍ଯ୍ୟାରେ ବ୍ୟସ୍ତ ରହି କିଛି ଗୁରୁତ୍ଵ କାମକୁ ଅବହେଳା କରିପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: ଦିନଟି ଆପଣଙ୍କ ସୁଖଦାୟକ ରହିବା । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଧନଲାଭର ନୂଆ ରାସ୍ତା ଖୋଲିବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ମିତ୍ରଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ଭଲ ହେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ସିଂହ: ଭଗବାନଙ୍କୁ ସ୍ମରଣ କରନ୍ତୁ; ମାନସିକ ଶାନ୍ତି ମିଳିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ବ୍ୟବସାୟରେ ତ୍ଵରିତ ଫଇସଲା ଲାଭପ୍ରଦ ହେବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପୁରାତନ ରୋଗର ଉପସମ ହେବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । ଆପଣଙ୍କ ଜୀବନରେ ନୂଆ ପ୍ରେମ ଅରମ୍ଭ ହୋଇପାରେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଅଫିସ କାମରେ ସହର ବାହାରକୁ ମଧ୍ୟ ଯାଇପାରନ୍ତି । କୌଣସି କଥାକୁ ନେଇ ଅଧିକ ଜିଦ୍‌ କରନ୍ତୁ ନାହିିଁ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ରହିବା । ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଭୈରବୀ ।

ତୁଳା: ଆପଣଙ୍କ ଭାବନା ଓ ବିଚାର ସକାରାତ୍ମକ ରଖନ୍ତୁ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ସାମାନ୍ୟ ଲାଭ । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମଥାନତ କରିବେ । କୌଣସି ସମାରୋହରେ ନିକଟ ସ˚ପର୍କିୟଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ହେବ । ଶୁଭରଙ୍ଗ: ସବୁଜ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆରାଧନା: ମାଆ ଭଦ୍ରକାଳୀ ।

ବିଛା: ଦୃଢ ମନବଳ ଯୋଗୁଁ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ ଏବଂ ଦୁନିଆକୁ ଜିଣିବାର ଉତ୍ସାହ ଆପଣଙ୍କ ମନ ଭିତରେ ଜାତ ହେବେ । ମିଠା କଥା କହି ସ୍ଥଗିତ ଥିବା କାମ ସହଜରେ ହାସଲ କରିନେବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଚାକିରିରେ ବଡ଼ ସୁଯୋଗ ମିଳିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ଧନୁ: ଦିନଟି ଆପଣଙ୍କ ଲାଗି ସୁଖ ସମ୍ଭାର ନେଇ ଆସିବ । ଅଟକିଥିବା କାର୍ଯ୍ୟକୁ ଦିନ ଦ୍ଵିଦ୍ଧାରେ ସମ୍ପାଦନ କରିପାରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବୃଦ୍ଧି ପାଇବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ: ହଳଦିଆ । ଆରାଧନା: ବାବା କପିଳସ ।

ମକର: ସାରାଦିନ ଆଶାନ୍ତି ମୁକ୍ତ ରହିବେ । କାର୍ଯ୍ୟକ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରିବେ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ଶତୃମାନେ ଦୂରେଇ ଯିବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସନ୍ଧ୍ୟାରେ ପରିବାର ସହିତ ମଉଜ ମଜଲିସରେ ସମୟ କଟିବ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀକୃଷ୍ଣ ।

କୁମ୍ଭ: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । କାରବାରରେ କିଛି ଏଭଳି କଥା ଆସିବ ଯାହା ଭବିଷ୍ୟତରେ ଲାଭଦାୟୀ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମୀନ: ଦିନଟି ଆପଣଙ୍କ ମିଶ୍ରଣ ଫଳ ପ୍ରଦାନ କରିବ । କାର୍ଯ୍ୟକ୍ଷେତ୍ରରେ ଏଭଳି ଅବସର ମିଳିବ ଯାହାଦ୍ବାରା ଆମଦାନି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖା ଦେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ହନୁମାନ ।