26 ଜୁନ ୨୦୧୯, ବୁଧବାର :- ଶୁଭ ସଂଯୋଗ ବନୁଅଛି ଏହି ୭ଟି ରାଶି ସଂପ୍ରନ୍ନ ବ୍ୟକ୍ତିଙ୍କ ଜୀବନରେ । ନେଣଦେଣ କାରବାରରେ

Spread the love

26 ଜୁନ ୨୦୧୯, ବୁଧବାର :- ଶୁଭ ସଂଯୋଗ ବନୁଅଛି ଏହି ୭ଟି ରାଶି ସଂପ୍ରନ୍ନ ବ୍ୟକ୍ତିଙ୍କ ଜୀବନରେ । ନେଣଦେଣ କାରବାରରେ ଅତ୍ୟନ୍ତ ଶୁଭଦାୟକ ହେବ ….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ । ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ । ଆପଣଙ୍କ ଭାବନାତ୍ମକ ଚିନ୍ତାଯୋଗୁଁ ଆପଣ ଆଜି ଅସୁସ୍ଥତା ଅନୁଭବ କରିପାରନ୍ତି । ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ । ନିଜ ବାଣୀ ଏବଂ ବଚନ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଖାଇବା ପିଇବା ଉପରେ ଧ୍ୟାନ ରଖିବେ । ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ । ଉଚ୍ଚ ଅଧିକାରୀମାନଙ୍କ ସହିତ ଘର୍ଷଣର ପ୍ରସଙ୍ଗକୁ ଏଡ଼ାଇବାକୁ ଚେଷ୍ଟା କରିବା ସହିତ ଶତ୍ରୁମାନଙ୍କ ସହିତ ବାଦ-ବିବାଦ କିମ୍ବା ଉଗ୍ର ଚର୍ଚ୍ଚା ନ ହେଉ, ଏଥିପ୍ରତି ଧ୍ୟାନ ରଖିବେ । କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ ଏଥିପାଇଁ ଧୈର୍ଯ୍ୟର ସହକାରେ କାର୍ଯ୍ୟ କରନ୍ତୁ । ଶୁଭରଙ୍ଗ: ସବୁଜ । ଆରାଧନା: ହନୁମାନ ।

ବୃଷ: ପ୍ରଭୁଙ୍କ ସ୍ମରଣରେ ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ । ଅଫିସରେ ଆପଣଙ୍କ କାମକୁ ଠିକ୍‌ ଦିଶା ଦେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ଦୀର୍ଘ ଦିନର ଚିନ୍ତା ଦୂର ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ବାଙ୍କେଶ୍ଵରୀ ।

ମିଥୁନ: ଦିନଟି ଆନନ୍ଦମୟ ରହିବ । କଠିନ ପ୍ରଶ୍ନର ଫଳ ମଧ୍ୟ ମିଳିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ: ଆଜି ପୂର୍ବ ଦିନ ଅପେକ୍ଷା ସାମାନ୍ୟ ଭଲ ରହିବ। ଆଧ୍ୟାତ୍ମିକଜ୍ଞାନକୁ ବଢାଇବାକୁ ଚେଷ୍ଟା କରନ୍ତୁ । ଏହି ମାର୍ଗରେ ଗତି କଲେ ଆଜି ଆପଣଙ୍କୁ ବହୁତ ଲାଭ ହେବ ଓ ଶାନ୍ତି ମଧ୍ୟ ମିଳିବ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । କୌଣସି ସ˚ପର୍କୀୟ ଆପଣଙ୍କୁ ଉଧାର ମାଗି ପାରନ୍ତି । ବାହନ ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ କାଳିଜାଇ ।

ସିଂହ: ଦିନଟି ଆନନ୍ଦମୟ ରହିବ । କଠିନ ପ୍ରଶ୍ନର ଫଳ ମଧ୍ୟ ମିଳିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା: ପ୍ରଭୁଙ୍କ କୃପାରୁ ସଫଳତା ଆପଣଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ । ବ୍ୟବସାୟରେ ଫାଇଦା ପାଇଁ କୌଣସି ବ୍ୟକ୍ତିର ସହଯୋଗ ମିଳିବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ । ସାମାଜିକ କାର୍ଯ୍ୟରେ ସହଯୋଗ କରିବେ । ରାଜନୀତି ସ୍ତରରେ ମାନ ହାନି ହୋଇପାରେ, ତେଣୁ ନିଜ କଥାବାର୍ତ୍ତାକୁ କାବୁରେ ରଖନ୍ତୁ, ଆବଶ୍ୟକତା ଠାରୁ ଅଧିକ କିଛି କଥାବାର୍ତ୍ତା କରନ୍ତୁ ନାହିଁ । ପାରିବାରିକ ଜୀବନରେ ଖୁସିର ଲହରୀ ଖେଳିବ, ଅର୍ଦ୍ଧାଙ୍ଗିନୀ ଠାରୁ ଉପହାର ପାଇବେ । ମହିଳାମାନେ ସାମାନ୍ୟ ଅସ୍ୱାସ୍ଥ୍ୟ ରହିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଦୁର୍ଗା ।

ତୁଳା: ଦିନଟି ଉତ୍କର୍ଷପୂର୍ଣ୍ଣ ରହିବ । ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ । କୌଣସି କ˚ପାନିରେ ଚାକିରିରେ ଡାକରା ଆସିବ । କାରବାରରେ ଅଚାନକ ଫାଇଦା ହୋଇପାରେ । ରାଜନୀତି କ୍ଷେତ୍ରରେ ସମ୍ମାନ ମିଳିବ । ସାମାଜିକ କାର୍ଯ୍ୟରେ ନିୟୋଜିତ ରହିବେ । ପାରିବାରିକ ଦାୟିତ୍ବ ପୂରା ହେବାରୁ ଆପଣଙ୍କୁ ସନ୍ତୋଷ ମିଳିବ । ମହିଳାମାନେ ନିଜ ସନ୍ତାନଙ୍କ ପାଇଁ ଚିନ୍ତାଟା ରହିବେ ।ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମୀୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆଜିର ଦିନ ସବୁ ପ୍ରକାରରେ ଆପଣଙ୍କ ପାଇଁ ଲାଭଦାୟୀ ଅଟେ । କୌଣସି ପରୋପକାର କାର୍ଯ୍ୟ ଆପଣଙ୍କ ଦ୍ଵାରା ହେବ । ବ୍ୟାପାରରେ ଉଚିତ ଆୟୋଜନ ଦ୍ଵାରା ବ୍ୟାପାର ବୃଦ୍ଧି କରି ପାରିବେ । ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟର ପ୍ରଶଂସା ଆନନ୍ଦ ପୂର୍ବକ କରିବେ । ପିତା ଏବଂ ବଡ଼ଙ୍କର ଆଶୀର୍ବାଦ ଏବଂ ତାଙ୍କଠାରୁ ଲାଭ ମଧ୍ୟ ମିଳିବ । ଆୟରେ ବୃଦ୍ଧି ହେବାର ସମ୍ଭାବନା ଅଛି । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ମାଣିକେଶ୍ଵରୀ ।

ଧନୁ: ଆପଣଙ୍କର ମନୋଭାବ କୌତୁକିଆ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶ ଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମକର: ନିଜ ଗୁପ୍ତ କଥା ଅନ୍ୟକୁ କୁହନ୍ତୁ ନାହିଁ । ଆପଣଙ୍କ ସରଳତାର ସୁଯୋଗ ନେବା ପାଇଁ ସମସ୍ତେ ଜଗି ବସିଛନ୍ତି । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ କୌଣସି କାମ ପ୍ରତି ମନ ଲାଗିବ ନାହିଁ । ନିର୍ମାଣାଧୀନ କାମ ଅଟକି ରହିଥିବା କାରଣରୁ ସାମୟିକ ଭାବେ ମାନସିକ ବିବ୍ରତ ହୋଇପାରନ୍ତି । ବ୍ୟବସାୟକ୍ଷେତ୍ରରେ ଆଶାନୁରୂପକ ସଫଳତା ମିଳିବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।

କୁମ୍ଭ: ଆପଣଙ୍କର ମନୋଭାବ କୌତୁକିଆ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମୀନ: ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ । ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲି ଯିବାର ଦିନ ଅଟେ । ମନୋରଞ୍ଜନ ପ୍ରବୃତ୍ତିରେ ଆପଣ ମଜ୍ଜି ରହିବେ । ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ । ଭଲ ଖାଇବା ପିଇବା ଏବଂ ଭଲ ବସ୍ତ୍ର ଉପଲବ୍ଧ ହେବ । ମଧ୍ୟାହ୍ନ ପରେ ଆପଣ କିଛି ଅଧିକ ଭାବୁକ ହେବେ । ଏହା ମନର ବ୍ୟଥା ବୃଦ୍ଧି କରିପାରେ । ପ୍ରଭୁଙ୍କର ଭକ୍ତି ଏବଂ ଯୌଗିକ ଧ୍ୟାନରେ ମନକୁ ଶାନ୍ତି ପ୍ରାପ୍ତି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।