ନୂଆ ଘର କିଣିଲେ ବର୍ଷା ପ୍ରିୟଦର୍ଶିନୀ । ଚିନ୍ତାରେ ପଡିଲେ ଅନୁଭବ…

Barsha Priyadharini

ଆପଣ ମାନଙ୍କୁ ଆମର ଏହି ପୋର୍ଟାଲ ରେ ସ୍ୱାଗତ କରୁଛୁ । ବନ୍ଧୁଗଣ ବର୍ତ୍ତମାନ ସମୟରେ ବଡ ଖବର ସାମ୍ନାକୁ ଆସିଛି । ନୂଆ ଘର ପଦିଷ୍ଠା କରିଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ତାଙ୍କର ନୂଆ ଘର ପଦିଷ୍ଠା କରିଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବ୍ରାହ୍ମଣ ଡାକି ତାଙ୍କର ନୂଆ ଘରର ପ୍ରତିଷ୍ଠା କରାଇଲେ । ନୂଆ ଘର ପ୍ରତିଷ୍ଠା ପୂଜା ଅର୍ଚ୍ଚନା ମଧ୍ୟ କରିଥିଲେ ।

ଓଲିଉଡ ର ଚର୍ଚିତ ଏବଂ ଆଗ ଧାଡିର ଅଭିନେତ୍ରୀ ହେଉଛନ୍ତି ବର୍ଷା ପ୍ରିୟଦର୍ଶିନୀ । ବର୍ଷା ତାଙ୍କର ନୂଆ ଘରର ପ୍ରତିଷ୍ଠାରେ ତାଙ୍କର ପରିବାରର ସଦସ୍ୟ ସହ ମିଶି ପୂଜା କରିଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଅନୁଭବ ମହାନ୍ତିଙ୍କୁ ବିବାହ କରିଥିଲେ । ହେଲେ ଖୁବ୍ ଶୀଘ୍ର ତାଙ୍କର ଦୁଇ ଜଣକ ମଧ୍ୟରେ ଫାଟ ସୃଷ୍ଟି ହୋଇଯାଇଥିଲା ।

barsha 1

ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତିଙ୍କ ନାଁ ରେ ଶାରିରୀକ ଏବଂ ମାନସିକ ନିର୍ଯାତନା ଅଭିଯୋଗ ଆଣିଥିଲେ । କିଛିଦିନ କେଶ୍ ଚାଲିବା ପରେ ଅନୁଭବ ମହାନ୍ତି ବି ବର୍ଷାଙ୍କ ନାଁ ରେ ଛାଡପତ୍ର ମାମଲା ରୁଜୁ କରିଥିଲେ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଅନୁଭବଙ୍କର ଘର ଛାଡ଼ିବା ପରେ ତାଙ୍କ ମାଁଙ୍କ ସହ ରହୁଛନ୍ତି ।

ତେବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ର ଏହି ଖବରଟି ସୋସିଆଲ ମିଡିଆରେ ଘୂରି ବୁଲୁଛି । ଅଭିନେତ୍ରୀ ବର୍ଷାପ୍ରିୟଦର୍ଶିନୀ ତାଙ୍କର ନୂଆ ଇନକମ୍ ରେ ଘର କରିଛନ୍ତି । ତେବେ ଓଲିଉଡ ଅଭିନେତ୍ରୀ ସେହିପରି ଘରେ ପୂଜା ଅର୍ଚ୍ଚନା କରୁଥିବାର ନଜର ଆସିଛି । ବର୍ତ୍ତମାନ ସମୟରେ ବର୍ଷା ପ୍ରିୟଦର୍ଶିନୀ ସମାଜ ସେବା କରିବାରେ ଅନେକ ବ୍ୟସ୍ତ ରହିଛନ୍ତି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Kalia Yojana
Uncategorized

କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର । ଏହି ତାରିଖରେ ଆସିବ ଟଙ୍କା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର ଆପଣ ସମସ୍ତ ଙ୍କୁ ମିଳିବାକୁ ଯାଉଛି ଟଙ୍କା ଆପଣ ମାନେ ଭୂମୀହୀନରେ ଥାଆନ୍ତୁ ବା ଆପଣ ମାନେ ଚାଷୀରେ ଥାଆନ୍ତୁ ଦୁଇ ଜଣଙ୍କୁ ମିଳିବ ଟଙ୍କା କେତେ ଟଙ୍କା ମିଳିବ କେଉଁ ତାରିଖ ରେ ମିଳିବ । କଣ ରହିଛି ସଂମ୍ପର୍ଣ୍ଣ ପ୍ରେସସ ଆପଣ ମାନଙ୍କୁ ସବୁ ବିଷୟ ରେ ସଂମ୍ପର୍ଣ୍ଣ ବିବରଣି […]

ଅଧିକ ପଢ
dj
Uncategorized

ଫସିବେ ବୋଲି ଏମିତି କଲା ମୋ ସହିତ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଡିଜେ ଆଜେକ୍ସ ଙ୍କ ମୃ-ତ୍ୟୁ କୁ ନେଇ ଦିନ ଯେତେ ଗଡୁଛି । ସନ୍ଦେହ ମଧ୍ୟ ସେତିକି ପରିମାଣ ରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଡିଜେ ଆଜେକ୍ସ ଙ୍କର ଦ୍ୱାଦଶ କର୍ମ ମଧ୍ୟ ଶେଷ ହୋଇଛି । ତେବେ ଏହି ଦ୍ୱାଦଶ କର୍ମ ରେ ଆଜେକ୍ସ ଙ୍କ ସମସ୍ତ ସାଙ୍ଗ ସାଥି ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା । ହେଲେ ଯାହା […]

ଅଧିକ ପଢ
Uncategorized

ଆସିଲା ସବୁ ସତ ପଦାକୁ । ଅଭିନୟ ଜଗତରୁ କାହିଁକି ଦୁରେଇ ଯାଇଥିଲେ ଜ୍ୟୋତି ମିଶ୍ର

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ବିଗତ 13 ବର୍ଷ ପରେ ପରଦା କୁ ଫେରିବେ ଜ୍ୟୋତି ମିଶ୍ର । ତେବେ ତାଙ୍କର ନୂଆ ଫିଲ୍ମ ରେ ସେ ଏହି ଦିନ ରେ ଦେଖିବା ପାଇଁ ମିଳିବେ ତେବେ ଆମେ ଆପଣ ମାନଙ୍କୁ ଏଠାର ସେ କଣ ପାଇଁ ସିନେମା ଜଗତ ରୁ ଦୂରେଇ ଜାଇ ଥିଲେ ସେହି ବିଷୟ ରେ ଆପଣ ମାନଙ୍କୁ ସଂମ୍ପର୍ଣ୍ଣ ଭାବେ କହିବା ପାଇଁ ଚାହିଁବୁ […]

ଅଧିକ ପଢ