ପାଣିପାଗ କୁ ନେଇ ଆସିଲା ବଡ଼ ଖବର । ଆଜି ରାତି ଠାରୁ ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା |

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ପଶ୍ଚିମା ଝଡ ପ୍ରଭାବରେ ତଳ ମୁହାଁ ପାରଦ । ଆଜି 5 ଜିଲ୍ଲାରେ ଘଡଘଡି ସହିତ ବର୍ଷା ସମ୍ଭାବନା । ତେବେ ବନ୍ଧୁଗଣ କଣ ରହିଛି ଏହାକୁ ନେଇ ସଂମ୍ପର୍ଣ୍ଣ ଖବର ତା ପୂର୍ବରୁ ଆପଣ ମାନେ ପୋଷ୍ଟ କୁ ଶେଷ ଯାଏ ପଢନ୍ତୁ ।

ତେବେ ବନ୍ଧୁଗଣ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଆଲୁକା ଧରଣ ର ବର୍ଷା ହୋଇଛି ସେହିଥିରେ ବର୍ଷାର ପରିମାଣ ସାମାନ୍ୟ ପରିମାଣ ରେ ବୃଦ୍ଧି ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ମଧ୍ୟମ ଧରଣ ର ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ରେ ମଧ୍ୟମ ଧରଣ ର ବର୍ଷା ହୋଇ ପାରେ ବୋଲି ପାଣିପାଗ ବିଭାଗ ପକ୍ଷ ରୁ ସୂଚନା ଦିଆଜାଇଛି ।

rain 1

ପାଣିପାଗ ବିଭାଗ ର ସୂଚନା ଅନୁସାରେ ଦେଓଗଡ , ସୁନ୍ଦରଗଡ , କେଉଁଝର , ବାଲେଶ୍ୱର , ଭଦ୍ରକ , ମୟୁରଭଞୀ , ଜାଜପୁର , ଢେଙ୍କାନାଳ , ବୌଦ୍ଧ , କଳାହାଣ୍ଡି , ରାୟଗଡା , କୋରାପୁଟ ଏହିଥି ସହିତ 5 ଟି ଜିଲ୍ଲା କୁ ୟୋଲ ୱାର୍ଣ୍ଣିଂ ଜାରି ହୋଇଛି । ସେହି ପରି 12 ତାରିଖ ରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡିଶା ରେ ପଶ୍ଚିମା ଝଡ ପ୍ରଭାବ ଯୋଗୁଁ ପାଗ ମେଘୁଆ ରହିବା ସହିତ ବର୍ଷା ର ସମ୍ଭାବନା ରହିଛି ବୋଲି ଆଞ୍ଛଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ଅନ୍ୟ ପଟେ ପଶ୍ଚିମା ଝଡ ପ୍ରଭାବ ରେ ରାଜ୍ୟରେ ତାପମାତ୍ରା ହ୍ରାସ ହୋଇଛି । ଅଳ୍ପ କିଛି ସ୍ଥାନରେ ତାପମାତ୍ରା 35 ଡୀଗ୍ରି ଉପରେ ରହିଥିବା ବେଳେ ବାକି ସ୍ଥାନ ଗୁଡିକ ରେ 35 ଡୀଗ୍ରି ତଳେ ରହିଛି । ସେହି ପରି ଗତ 24 ଘଣ୍ଟା ରେ ଝାଡସୁଗୁଡାରେ ସର୍ବାଧିକ ତାପମାତ୍ରା 36.6 ଡୀଗ୍ରି ସେଲିସିୟସ ରେକର୍ଡ ହୋଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ କରନ୍ତୁ ।

G M

Leave a Reply

Your email address will not be published.

Kalia Yojana
Uncategorized

କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର । ଏହି ତାରିଖରେ ଆସିବ ଟଙ୍କା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର ଆପଣ ସମସ୍ତ ଙ୍କୁ ମିଳିବାକୁ ଯାଉଛି ଟଙ୍କା ଆପଣ ମାନେ ଭୂମୀହୀନରେ ଥାଆନ୍ତୁ ବା ଆପଣ ମାନେ ଚାଷୀରେ ଥାଆନ୍ତୁ ଦୁଇ ଜଣଙ୍କୁ ମିଳିବ ଟଙ୍କା କେତେ ଟଙ୍କା ମିଳିବ କେଉଁ ତାରିଖ ରେ ମିଳିବ । କଣ ରହିଛି ସଂମ୍ପର୍ଣ୍ଣ ପ୍ରେସସ ଆପଣ ମାନଙ୍କୁ ସବୁ ବିଷୟ ରେ ସଂମ୍ପର୍ଣ୍ଣ ବିବରଣି […]

ଅଧିକ ପଢ
dj
Uncategorized

ଫସିବେ ବୋଲି ଏମିତି କଲା ମୋ ସହିତ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଡିଜେ ଆଜେକ୍ସ ଙ୍କ ମୃ-ତ୍ୟୁ କୁ ନେଇ ଦିନ ଯେତେ ଗଡୁଛି । ସନ୍ଦେହ ମଧ୍ୟ ସେତିକି ପରିମାଣ ରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଡିଜେ ଆଜେକ୍ସ ଙ୍କର ଦ୍ୱାଦଶ କର୍ମ ମଧ୍ୟ ଶେଷ ହୋଇଛି । ତେବେ ଏହି ଦ୍ୱାଦଶ କର୍ମ ରେ ଆଜେକ୍ସ ଙ୍କ ସମସ୍ତ ସାଙ୍ଗ ସାଥି ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା । ହେଲେ ଯାହା […]

ଅଧିକ ପଢ
Uncategorized

ଆସିଲା ସବୁ ସତ ପଦାକୁ । ଅଭିନୟ ଜଗତରୁ କାହିଁକି ଦୁରେଇ ଯାଇଥିଲେ ଜ୍ୟୋତି ମିଶ୍ର

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ବିଗତ 13 ବର୍ଷ ପରେ ପରଦା କୁ ଫେରିବେ ଜ୍ୟୋତି ମିଶ୍ର । ତେବେ ତାଙ୍କର ନୂଆ ଫିଲ୍ମ ରେ ସେ ଏହି ଦିନ ରେ ଦେଖିବା ପାଇଁ ମିଳିବେ ତେବେ ଆମେ ଆପଣ ମାନଙ୍କୁ ଏଠାର ସେ କଣ ପାଇଁ ସିନେମା ଜଗତ ରୁ ଦୂରେଇ ଜାଇ ଥିଲେ ସେହି ବିଷୟ ରେ ଆପଣ ମାନଙ୍କୁ ସଂମ୍ପର୍ଣ୍ଣ ଭାବେ କହିବା ପାଇଁ ଚାହିଁବୁ […]

ଅଧିକ ପଢ