ସରକାର ନେଇଗଲେ ବଡ ଘୋଷଣା – କଲେଜରେ ପଢୁଥିଲେ ଏବେ ହିଁ ପଢନ୍ତୁ

college

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଜାତୀୟ ଶିକ୍ଷା ନୀତି ସଂସ୍କାର ପାଇଁ ପ୍ରସ୍ତାବ । ଅନର୍ସ ଡିଗ୍ରୀ ପାଇଁ ପଢିବାକୁ ପଡିବ ୪ ବର୍ଷ । ୟୁଜିସି ପକ୍ଷରୁ ଆନୁଷ୍ଠାନିକ ଆସିବ ଚିଠା ପ୍ରସ୍ତାବ । ଏଣିକି ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ ବର୍ଷ ପଢିବାକୁ ପଡିବ । ଏନେଇ ୟୁଜିସି ପକ୍ଷରୁ ଚିଠା ପ୍ରସ୍ତାବ ରଖା ଯାଇଛି । ଏ ସମ୍ପର୍କରେ ଆସନ୍ତା ସୋମବାର ଦିନ ଆନୁଷ୍ଠାନିକ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଁ ପାରେ ।

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଜାତୀୟ ସଂସ୍କାର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ପରିବର୍ତ୍ତନ ଅଣା ଯାଉଛି । ଏହ ଅଧୀନରେ ୟୁଜିସି ଦ୍ୱାରା ୪ ବର୍ଷ ସ୍ନାତକ ପାଠ୍ୟକ୍ରମ ଆରମ୍ଭ କରିବାକୁ ସୋମବାର ଘୋଷଣା କରାଯିବ । ୪ ବର୍ଷ ର ସ୍ନାତକ ପାଇଁ ସମୟ ଏବଂ ନିର୍ଦେଶାବଳୀ ଦିଆଯିବ । ଛାତ୍ରଛାତ୍ରୀ ମାନେ ଏଣିକି ୩ବର୍ଷ ନୁହେଁ ୪ବର୍ଷ ପଢିବା ପରେ ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁବେ ।

college

ଅନର୍ସ ଡିଗ୍ରୀ ସାର୍ଟିଫିକେଟ ପାଇଁବା ପାଇଁ ପୂର୍ବପରି ତିନି ବର୍ଷ ପଢିବାକୁ ପଡିବ । ସେପଟେ ସ୍ନାତକ ଅନର୍ସ ଡିଗ୍ରୀ ପାଇଁ ୪ ବର୍ଷ ପଢିବାକୁ ପଡିବ ବୋଲି ୟୁଜିସି ପକ୍ଷରୁ ପ୍ରସ୍ତାବ ରଖା ଯାଇଛି । ଯେଉଁ ଛାତ୍ରଛାତ୍ରୀ ମାନେ ୬ଟି ସେମିଷ୍ଟରରେ ୭୫% ନମ୍ବର ରଖିବେ ଏବଂ ଗ୍ରାଜୁଏସନ କ୍ଷେତ୍ରରେ ରିସର୍ଚ୍ଚ କରିବାକୁ ଚାହୁଛନ୍ତି ସେମାନଙ୍କୁ ଚତୁର୍ଥ ବର୍ଷରେ ରସର୍ଚ ବିଷୟ ବାଛିବାକୁ ସୁଯୋଗ ଦିଆଯିବ । ଆଉ ଏହାପରେ ତାଙ୍କୁ ରିସର୍ଚ୍ଚ ସହିତ ଅନର୍ସ ଡିଗ୍ରୀ ଦିଆଯିବ ।

ଯେଉଁ ଛାତ୍ରଛାତ୍ରୀ ମାନେ ଏବେ ୩ବର୍ଷ ସ୍ନାତକ ଡିଗ୍ରୀ ପାଇଁ ନାମ ଲେଖାଇଛନ୍ତି ସେମାନେ ମଧ୍ୟ ୪ବର୍ଷିଆ ସ୍ନାତକ ଡିଗ୍ରୀ ପଢି ପାରିବେ ବୋଲି ୟୁଜିସି ପକ୍ଷରୁ ପ୍ରସ୍ତାବ ରଖା ଯାଇଛି । ସ୍ନାତକରେ ଏକ ବର୍ଷ ସଂପୂର୍ଣ୍ଣ ହେବା ପରେ ବର୍ଷିକିଆ ସାର୍ଟିଫିକେଟ ମିଳିବ । ଦୁଇବର୍ଷ ପରେ ଡିପଲମା ଓ ୩ ବର୍ଷ ପରେ ସ୍ନାତକ ସାର୍ଟ୍ ଦିଆଯିବ । ୩ବର୍ଷିଆ ସ୍ନାତକ ଡିଗ୍ରୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଦୁଇ ବର୍ଷ ପିଜି ପାଠ୍ୟକ୍ରମ ରହିବ ।

ଅନ୍ୟପକ୍ଷରେ ୪ବର୍ଷ ଡିଗ୍ରୀ ସାରିଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ପି.ଜି ପାଠ୍ୟକ୍ରମ ଏକ ବର୍ଷ ରହିବ ବୋଲି ସୂଚନା ରହିଛି । ସୂଚନା ଅନୁଯାୟୀ ଏହି ପାଠ୍ୟକ୍ରମ ରେ କ୍ରେଡିଟ ସିଷ୍ଟମ ଲାଗୁ ହେବ। ଆଉ ଏହି ନିୟମ ଆଧାରରେ ୧୬୦ କ୍ରେଡିଟ ସ୍କୋର କରୁଥିବା ଛାତ୍ରଛାତ୍ରୀଙ୍କୁ ଅନର୍ସ ଡିଗ୍ରୀ ପ୍ରଦାନ କରାଯିବ ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Uncategorized

LIC ରେ ଆସିଲା ନୂଆ ସ୍କିମ ଦେଖନ୍ତୁ । ଆପଣ ମାନେ ବି ହେବେ ମାଲେମାଲ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ LIC ରେ ଆସିଲା ନୂଆ ସ୍କିମ ରଖିବେ 100 ଟଙ୍କା ପାଇବେ 75 ହଜାର ଟଙ୍କା । ପ୍ରତ୍ୟୋକ ମଣିଷ ଚାହାଁନ୍ତି ନିଜର ଭବିଷ୍ୟତ ପାଇଁ କିଛି ଅର୍ଥ ସଞ୍ଚୟ କରିବା ପାଇଁ ଯଦି ଆପଣ ମାନଙ୍କର ରୋଜଗାର କମ୍ ରହିଛି ଆଉ ଆପଣ ମାନେ ସଞ୍ଚୟ କରିବାକୁ ଚାହୁଁଛନ୍ତି । ତେବେ ଆପଣ ମାନେ LIC ର ଏହି ସ୍କିମ୍ ରେ ସ୍ୱଳ୍ପ […]

ଅଧିକ ପଢ
alerted
Uncategorized

ଆଜି ୨୨ ମାର୍ଚ୍ଚ | ଆଜିବି କାଳବୈଶାଖୀ | ଏସବୁ ଜିଲ୍ଲାକୁ ସତର୍କ |

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମାର୍ଚ୍ଚ ମାସ ୨୨ ତାରିଖ ବୁଧବାର ଅର୍ଥାତ୍ ଆଜି । ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳ ବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆଉ ସେପଟେ ୨୩ ରୁ ଅର୍ଥାତ୍ ଆସନ୍ତା କାଲିଠାରୁ ଉତ୍ତର ପଶ୍ଚିମ ଭାରତ ଉପରେ ଆଉ ଏକ ପଶ୍ଚିମା ଝଡର ପ୍ରଭାବ ଅନୁଭୂତ ହେବ । ଆଉ ଏହାର ପ୍ରଭାବ ଓଡିଶା ଉପରେ […]

ଅଧିକ ପଢ
Rashmi
Uncategorized

ମୁଁ ଯାହା ଚାଁହୁଥିଲି ସେଇଟା ତୁ ଦେଲୁନି ,ସେଥିପାଇଁ ମୁଁ ରଶ୍ମି ପାଖକୁ ଗଲି

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମୋର ଆଉ ତୋ ପ୍ରତି ଫିଲିଙ୍ଗ୍ସ ନାହିଁ । ମୋର ଏବେ ମୋର ଏକ୍ସ ବୟଫ୍ରେଣ୍ଡ ପ୍ରତି ଫିଲିଙ୍ଗ୍ସ ଚାଲି ଆସିଛି । ମୁଁ ଏବେ ଆଉ ତୋ ପାଖରେ ରହିବାକୁ ଚାହୁଁ ନାହିଁ । ତୋ ପାଖରେ ଯେତିକି ଦିନ ରହିଲି ବହୁତ ରହିଲି । ତୋ ପାଖରେ ଯେତିକି ଦିନ ରହିଲି ତାହା ତୋ ଭାଗ୍ୟ । ଏବେ ମୁଁ ପୁଣି […]

ଅଧିକ ପଢ