ଓଡିଶା ମୁହାଁ ଭୀଷଣ ଲଘୁଚାପ ପୁଣି ବର୍ଷା

ଆପଣ ମାନଙ୍କୁ ଆମର ପୋର୍ଟାଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ବର୍ତମାନ ସମୟ ରେ ପାଣିପାଗ କୁ ନେଇ ଆସୁଛି ବର୍ତମାନର ବଡ ଖବର ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ 21 ରୁ ଭିଜିବ ଓଡିଶା ଆସନ୍ତୁ ସଂମ୍ପର୍ଣ୍ଣ ରିପୋର୍ଟ ଉପରେ ନଜର ପକେଇବା । ତେବେ ରାଜ୍ୟରେ ଧିରେ ଧିରେ ପାରଦ ବଢିବାରେ ଲାଗୁଥିବା ବେଳେ ଖସିବାରେ ଲାଗିଛି ଶୀତ ର କୋପ । ଶୀତ ରେ ଥର ହର ହେଉଥିବା ରାଜ୍ୟ ବାସୀ ଙ୍କୁ ଏବେ ଘାରିଲାଣି ବର୍ଷାର ଭୟ ।

ପାଣିପାଗ ବିଭାଗ ସୂଚନା ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ 21 ତାରିଖ ବେଳକୁ ମାନେ ଆଜି ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଏହି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ କରି ସୂଚନା ପ୍ରଦାନ କରାଜାଇଛି । ତେବେ ପାଣିପାଗ ର ସୂଚନା ଅନୁସାରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତି ଆଣ୍ଡାମାନ ସାଗର ଅଞ୍ଚଳ ରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ ଉତ୍ତର ପଶ୍ଟିମ ଦିଗରେ ଗତି କରି ଆସନ୍ତା କାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳ ର ମଧ୍ୟଭାଗରେ ଏକ ଅବପାତ ର ରୂପନେବ ।

rain 1

ଏହା ସହିତ ପରବର୍ତି ତିନି ଦିନ ଯାଏ ତାମିଲନାଡୁ ପଡୁଚେରୀ ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଉପର ଦେଇ ଏହା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ 21ତାରିଖ ବେଳକୁ ଓଡିଶା ର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ସବୁ ଜିଲ୍ଲା ଗୁଡିକ ହେଲା ଗଜପତି , ଗଞାମ୍ , ରାୟଗଡା , କନ୍ଧମାଳ , ମାଲକାନା ଗିରି ଏବଂ କୋରାପୁଟ ।

ତେବେ ବର୍ତମାନ ସମୟ ରେ ଶୀତ ର ପ୍ରୋକପ ଆରମ୍ଭ ନ ହେଉଣୁ ପୁଣିଥରେ ଓଡିଶା ବାସୀ ଙ୍କୁ ବର୍ଷାର ଭୟ ଦେଖିବାକୁ ମିଳିବ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତି ସାଗର ଅଞ୍ଚଳ ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତିୟ ପାଣିପାଗ ବିଭାଗ ପକ୍ଷରୁ ଏହି ନେଇ ସୂଚନା ପ୍ରଦାନ ହୋଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Uncategorized

LIC ରେ ଆସିଲା ନୂଆ ସ୍କିମ ଦେଖନ୍ତୁ । ଆପଣ ମାନେ ବି ହେବେ ମାଲେମାଲ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ LIC ରେ ଆସିଲା ନୂଆ ସ୍କିମ ରଖିବେ 100 ଟଙ୍କା ପାଇବେ 75 ହଜାର ଟଙ୍କା । ପ୍ରତ୍ୟୋକ ମଣିଷ ଚାହାଁନ୍ତି ନିଜର ଭବିଷ୍ୟତ ପାଇଁ କିଛି ଅର୍ଥ ସଞ୍ଚୟ କରିବା ପାଇଁ ଯଦି ଆପଣ ମାନଙ୍କର ରୋଜଗାର କମ୍ ରହିଛି ଆଉ ଆପଣ ମାନେ ସଞ୍ଚୟ କରିବାକୁ ଚାହୁଁଛନ୍ତି । ତେବେ ଆପଣ ମାନେ LIC ର ଏହି ସ୍କିମ୍ ରେ ସ୍ୱଳ୍ପ […]

ଅଧିକ ପଢ
alerted
Uncategorized

ଆଜି ୨୨ ମାର୍ଚ୍ଚ | ଆଜିବି କାଳବୈଶାଖୀ | ଏସବୁ ଜିଲ୍ଲାକୁ ସତର୍କ |

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମାର୍ଚ୍ଚ ମାସ ୨୨ ତାରିଖ ବୁଧବାର ଅର୍ଥାତ୍ ଆଜି । ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳ ବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆଉ ସେପଟେ ୨୩ ରୁ ଅର୍ଥାତ୍ ଆସନ୍ତା କାଲିଠାରୁ ଉତ୍ତର ପଶ୍ଚିମ ଭାରତ ଉପରେ ଆଉ ଏକ ପଶ୍ଚିମା ଝଡର ପ୍ରଭାବ ଅନୁଭୂତ ହେବ । ଆଉ ଏହାର ପ୍ରଭାବ ଓଡିଶା ଉପରେ […]

ଅଧିକ ପଢ
Rashmi
Uncategorized

ମୁଁ ଯାହା ଚାଁହୁଥିଲି ସେଇଟା ତୁ ଦେଲୁନି ,ସେଥିପାଇଁ ମୁଁ ରଶ୍ମି ପାଖକୁ ଗଲି

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମୋର ଆଉ ତୋ ପ୍ରତି ଫିଲିଙ୍ଗ୍ସ ନାହିଁ । ମୋର ଏବେ ମୋର ଏକ୍ସ ବୟଫ୍ରେଣ୍ଡ ପ୍ରତି ଫିଲିଙ୍ଗ୍ସ ଚାଲି ଆସିଛି । ମୁଁ ଏବେ ଆଉ ତୋ ପାଖରେ ରହିବାକୁ ଚାହୁଁ ନାହିଁ । ତୋ ପାଖରେ ଯେତିକି ଦିନ ରହିଲି ବହୁତ ରହିଲି । ତୋ ପାଖରେ ଯେତିକି ଦିନ ରହିଲି ତାହା ତୋ ଭାଗ୍ୟ । ଏବେ ମୁଁ ପୁଣି […]

ଅଧିକ ପଢ