ଓଡିଶାକୁ କଲବଲ କରିବ ବର୍ଷା, କେଉଁ ଜିଲ୍ଲାକୁ କେତେ ଘାଣ୍ଟିବ

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ତେବେ ସମ୍ପ୍ରତି ଏକ ଘୃନିବଳୟ ଦକ୍ଷିଣ ଓଡିଶାରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ପଶ୍ଚିମ ଏବଂ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିବ। ଅନ୍ୟ ପକ୍ଷରେ ମୌସୁମୀ ଟ୍ରପଲାଇନ ବର୍ତ୍ତମାନ ଉତ୍ତର ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୃନିବଳୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ 5 ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

ତେବେ ଏହି ପରିପ୍ରେକ୍ଷୀରେ ଆଗାମୀ 24 ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ 6ଟି ଜିଲ୍ଲାର ଅତି ପ୍ରବଳ ବର୍ଷା ରହିଛି ବୋଲି କହିଛି ଭୂବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ 24 ଘଣ୍ଟା ମଧ୍ୟରେ ଜୁଲାଇ 10 ତାରିଖ ତଥା ରବିବାର ଦିନ ମଧ୍ୟାହ୍ନ ସୁଧା ରାଜ୍ୟରେ ମାଲାକନଗିରି, କୋରାପୁଟ , ରୟଗଡ଼ା , ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ 4ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

rain

ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ ଆଉ ଖୋର୍ଦ୍ଧା ପ୍ରଭ୍ରୁତି 6ଟି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ରାଜ୍ୟର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭୂବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ଏହାକୁ ଦୃଷ୍ଟିରେ ରଖି ପାଣିପାଗ ଆଞ୍ଚଳିକ କେନ୍ଦ୍ର ଏହି ଜିଲ୍ଲା ଗୁଡିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡିଶାର ଜିଲ୍ଲା ଓ ଉତ୍ତର ଓଡିଶାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କ ସୂଚନାରେ କହିଛନ୍ତି।

ଭୂବନେଶ୍ୱର, କଟକ ଆଖପାଖ ଅଞ୍ଚଳରେ ଆକାଶ ମେଘଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡକୁ ଭୂବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ଆଉ କଟକରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Uncategorized

LIC ରେ ଆସିଲା ନୂଆ ସ୍କିମ ଦେଖନ୍ତୁ । ଆପଣ ମାନେ ବି ହେବେ ମାଲେମାଲ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ LIC ରେ ଆସିଲା ନୂଆ ସ୍କିମ ରଖିବେ 100 ଟଙ୍କା ପାଇବେ 75 ହଜାର ଟଙ୍କା । ପ୍ରତ୍ୟୋକ ମଣିଷ ଚାହାଁନ୍ତି ନିଜର ଭବିଷ୍ୟତ ପାଇଁ କିଛି ଅର୍ଥ ସଞ୍ଚୟ କରିବା ପାଇଁ ଯଦି ଆପଣ ମାନଙ୍କର ରୋଜଗାର କମ୍ ରହିଛି ଆଉ ଆପଣ ମାନେ ସଞ୍ଚୟ କରିବାକୁ ଚାହୁଁଛନ୍ତି । ତେବେ ଆପଣ ମାନେ LIC ର ଏହି ସ୍କିମ୍ ରେ ସ୍ୱଳ୍ପ […]

ଅଧିକ ପଢ
alerted
Uncategorized

ଆଜି ୨୨ ମାର୍ଚ୍ଚ | ଆଜିବି କାଳବୈଶାଖୀ | ଏସବୁ ଜିଲ୍ଲାକୁ ସତର୍କ |

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମାର୍ଚ୍ଚ ମାସ ୨୨ ତାରିଖ ବୁଧବାର ଅର୍ଥାତ୍ ଆଜି । ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳ ବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆଉ ସେପଟେ ୨୩ ରୁ ଅର୍ଥାତ୍ ଆସନ୍ତା କାଲିଠାରୁ ଉତ୍ତର ପଶ୍ଚିମ ଭାରତ ଉପରେ ଆଉ ଏକ ପଶ୍ଚିମା ଝଡର ପ୍ରଭାବ ଅନୁଭୂତ ହେବ । ଆଉ ଏହାର ପ୍ରଭାବ ଓଡିଶା ଉପରେ […]

ଅଧିକ ପଢ
Rashmi
Uncategorized

ମୁଁ ଯାହା ଚାଁହୁଥିଲି ସେଇଟା ତୁ ଦେଲୁନି ,ସେଥିପାଇଁ ମୁଁ ରଶ୍ମି ପାଖକୁ ଗଲି

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମୋର ଆଉ ତୋ ପ୍ରତି ଫିଲିଙ୍ଗ୍ସ ନାହିଁ । ମୋର ଏବେ ମୋର ଏକ୍ସ ବୟଫ୍ରେଣ୍ଡ ପ୍ରତି ଫିଲିଙ୍ଗ୍ସ ଚାଲି ଆସିଛି । ମୁଁ ଏବେ ଆଉ ତୋ ପାଖରେ ରହିବାକୁ ଚାହୁଁ ନାହିଁ । ତୋ ପାଖରେ ଯେତିକି ଦିନ ରହିଲି ବହୁତ ରହିଲି । ତୋ ପାଖରେ ଯେତିକି ଦିନ ରହିଲି ତାହା ତୋ ଭାଗ୍ୟ । ଏବେ ମୁଁ ପୁଣି […]

ଅଧିକ ପଢ