ହେ ପ୍ରଭୁ, ଓଡିଶାକୁ ମାଡି ଆସୁଛି ଭୟଙ୍କର ବର୍ଷା, ପୁଣି ବନ୍ୟା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ପାଣିପାଗ କୁ ନେଇ ଆସିଲା ବର୍ତମାନ ର ବଡ଼ ଅପଡେଟ୍ ଆଗାମୀ ଦୁଇ ଦିନ ପାଇଁ ରାଜ୍ୟରେ ହେବ ପ୍ରବଳ ବର୍ଷା ଏହି ସବୁ ଜିଲ୍ଲା କୁ ରହିଲା ସତର୍କ ସୂଚନା । ତେବେ ଆସନ୍ତୁ ଜାଣିନେବା ସମ୍ପୂର୍ଣ୍ଣ ଅପଡେଟ୍ କଣ ରହିଛି । ରାଜ୍ୟରେ ଜାରି ରହିଛି ବର୍ଷା ଘୁର୍ଣ୍ଣି ବଳୟ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା । ଉତ୍ତର ଓଡ଼ିଶା ଓ ସଲଗ୍ନ ଓଡ଼ିଶା ଅଞ୍ଚଳରେ ସୃଷ୍ଟି ଘୁର୍ଣ୍ଣି ବଳୟର ପ୍ରଭାବ ଆଭ୍ୟତରଣ ଓଡ଼ିଶା ଓ ଛତିସିଗଡ ପର୍ଯ୍ୟନ୍ତ ରହିଛି । ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ପାଇଁ 3ଟି ଜିଲା ଢେଙ୍କାନାଳ , କଟକ ଓ ଅନୁଗୁଳ କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲା ମାନଙ୍କର କଛି ସ୍ଥାନରେ ପାହାଡିଆ ଅଞ୍ଚଳ ରେ ଭୂସ୍କଳନ ସହିତ ତଳିଆ ଅଞ୍ଚଳ ରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ସତର୍କ କରି ଦିଆଯାଇଛି ।

rain 1

ତେବେ ରାସ୍ତା ଓ କଚା ଘର କ୍ଷତି ଗ୍ରସ୍ତ ହୋଇପାରେ ଏହା ସହ ପାଣି ଜମା ହୋଇ ରହିଲେ ନିସ୍କାସନ ପାଇଁ ବ୍ୟବସ୍ତା କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି । ତେବେ ଆଜି ପ୍ରବଳ ବର୍ଷାର ସମ୍ଭାବନା ଥିବା ରୁ 14ଟି ଜିଲ୍ଲା ଆଉ 26 ତାରିଖରେ 10ଟି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

27 ତାରିଖ ଠାରୁ କମିବ ବର୍ଷା , ଜୁନ 1 ରୁ ଏଯାଏ ରାଜ୍ୟରେ ଏକ ପ୍ରତିଶତ ଅଧିକ ବୃଷ୍ଟିପାତ ହୋଇଛି ଏହି ସମୟରେ ସ୍ୱଭାବିକ ବୃଷ୍ଟିପାତର ପରିମାଣ 458.8 ମି.ଲି ମିଟର ବର୍ଷା ହୋଇଥିବା ବେଳେ ବର୍ତମାନ ସୁଧା 463.7 ମି.ଲି ମିଟର ବର୍ଷା ହୋଇଛି । ତେବେ 4ଟି ଜିଲ୍ଲାର ଅଧିକ ବର୍ଷା ହୋଇଥିବା ବେଳେ 24ଟି ଜିଲ୍ଲା ରେ ସ୍ୱଭାବିକ ବର୍ଷା ହୋଇଛି , 2ଟି ଜିଲ୍ଲା ସୁନ୍ଦରଗଡ ଏବଂ ସମ୍ବଲପୁର ରେ ନିୟଟିଆ ବର୍ଷା ହୋଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Kalia Yojana
Uncategorized

କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର । ଏହି ତାରିଖରେ ଆସିବ ଟଙ୍କା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର ଆପଣ ସମସ୍ତ ଙ୍କୁ ମିଳିବାକୁ ଯାଉଛି ଟଙ୍କା ଆପଣ ମାନେ ଭୂମୀହୀନରେ ଥାଆନ୍ତୁ ବା ଆପଣ ମାନେ ଚାଷୀରେ ଥାଆନ୍ତୁ ଦୁଇ ଜଣଙ୍କୁ ମିଳିବ ଟଙ୍କା କେତେ ଟଙ୍କା ମିଳିବ କେଉଁ ତାରିଖ ରେ ମିଳିବ । କଣ ରହିଛି ସଂମ୍ପର୍ଣ୍ଣ ପ୍ରେସସ ଆପଣ ମାନଙ୍କୁ ସବୁ ବିଷୟ ରେ ସଂମ୍ପର୍ଣ୍ଣ ବିବରଣି […]

ଅଧିକ ପଢ
dj
Uncategorized

ଫସିବେ ବୋଲି ଏମିତି କଲା ମୋ ସହିତ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଡିଜେ ଆଜେକ୍ସ ଙ୍କ ମୃ-ତ୍ୟୁ କୁ ନେଇ ଦିନ ଯେତେ ଗଡୁଛି । ସନ୍ଦେହ ମଧ୍ୟ ସେତିକି ପରିମାଣ ରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଡିଜେ ଆଜେକ୍ସ ଙ୍କର ଦ୍ୱାଦଶ କର୍ମ ମଧ୍ୟ ଶେଷ ହୋଇଛି । ତେବେ ଏହି ଦ୍ୱାଦଶ କର୍ମ ରେ ଆଜେକ୍ସ ଙ୍କ ସମସ୍ତ ସାଙ୍ଗ ସାଥି ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା । ହେଲେ ଯାହା […]

ଅଧିକ ପଢ
Uncategorized

ଆସିଲା ସବୁ ସତ ପଦାକୁ । ଅଭିନୟ ଜଗତରୁ କାହିଁକି ଦୁରେଇ ଯାଇଥିଲେ ଜ୍ୟୋତି ମିଶ୍ର

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ବିଗତ 13 ବର୍ଷ ପରେ ପରଦା କୁ ଫେରିବେ ଜ୍ୟୋତି ମିଶ୍ର । ତେବେ ତାଙ୍କର ନୂଆ ଫିଲ୍ମ ରେ ସେ ଏହି ଦିନ ରେ ଦେଖିବା ପାଇଁ ମିଳିବେ ତେବେ ଆମେ ଆପଣ ମାନଙ୍କୁ ଏଠାର ସେ କଣ ପାଇଁ ସିନେମା ଜଗତ ରୁ ଦୂରେଇ ଜାଇ ଥିଲେ ସେହି ବିଷୟ ରେ ଆପଣ ମାନଙ୍କୁ ସଂମ୍ପର୍ଣ୍ଣ ଭାବେ କହିବା ପାଇଁ ଚାହିଁବୁ […]

ଅଧିକ ପଢ