ଅଭିନେତା ପିଣ୍ଟୁ ଦିଲ୍ଲୀ ଯିବା ପୂର୍ବରୁ ଦେଖନ୍ତୁ କଣ କହିଲେ l

Pintu

ଆପଣ ମାନଙ୍କୁ ଆମର ଏହି ପୋର୍ଟାଲ ରେ ସ୍ୱାଗତ କରୁଛୁ । ବନ୍ଧୁଗଣ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ । ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ସେ ଯାତ୍ରା କରଥିବା ଜଣା ପଡିଛି । ସେଠାରେ ଆଏଲ.ବିଏସ୍ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିବ । ସେଠାରେ ତାଙ୍କର ଯକୃତ ପ୍ରତିରୋପଣ କରାଯିବ ବୋଲି ଜଣା ପଡିଛି । ତାଙ୍କର ଜଣେ ବନ୍ଧୁ ଲିଭର ଦାନ କରିବାକୁ ଯୋଜନା କରାଯାଇଛି ।

ଯକୃତ ପ୍ରତିରୋପଣ ପରେ ପ୍ରାୟ ତାଙ୍କୁ ତିନିମାସ ପର୍ଯ୍ୟନ୍ତ ଚିକିତ୍ସାଧୀନ ରଖିଛନ୍ତି । ଇତି ମଧ୍ୟରୁ ଅନେକ ଦିଗରୁ ଅର୍ଥ ସହାୟତା ମିଳିବାରେ ଲାଗିଛି । ତାଙ୍କର ଚିକିତ୍ସା କରୁଥୁବା ଡାକ୍ତର ପିଣ୍ଟୁ ନନ୍ଦଙ୍କୁ ଦିଲ୍ଲୀ ନେଇ ଅତ୍ୟାଧୁନିକ ପ୍ରଣାଳୀରେ ଟ୍ରିଟମେଣ୍ଟ କରିବାକୁ ପରାମର୍ଶ ଦେଇଥିଲେ । ତାଙ୍କର ଲିଭର ନଷ୍ଟ ହୋଇଥିବା କହିଛନ୍ତି ।

pintu 1

ତେବେ ଖୁବ୍ ଶୀଘ୍ର ଦିଲ୍ଲୀରେ ଲିଭର ପ୍ରତ୍ୟାରୋପଣ ହେବ । ଏଥିପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ଜଣା ପଡିଛି । ତେଣୁ ବନ୍ଧୁ ଓ ପରିବାର ବର୍ଗ ଟଙ୍କା ଯୋଗାଡ କରିବାରେ ଲାଗି ପଡିଛନ୍ତି । ପିଣ୍ଟୁଙ୍କର ଆଶ୍ୱରା କାମନା କରିଛି ପୁରା ଓଲିଉଡ । ତେବେ ପିଣ୍ଟୁଙ୍କ ଚିକିତ୍ସା ପାଇଁ ବହୁତ ଟଙ୍କାର ଆବଶ୍ୟକତା ରହିଥିବାରୁ ଏଥିପାଇଁ ତାଙ୍କ ପରିବାର ଲୋକ ସମେତ ଓଲିଉଡ ବି ଆଗେଇ ଆସିଛି ।

ଅଭିନେତା ପିଣ୍ଟୁ ନନ୍ଦ ଦିଲ୍ଲୀ ଯିବା ପୂର୍ବରୁ ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭଗବାନ ବୋଲି ମାନଛନ୍ତି । କାରଣ ସେ ଦୁଇ ଲକ୍ଷ ଟଙ୍କା ତାଙ୍କୁ ସାହାର୍ଯ୍ୟର ହାତ ବଢାଇଛନ୍ତି । ତା ପରବର୍ତ୍ତୀ ପର୍ଯ୍ୟାୟରେ ତାଙ୍କୁ କହିଛନ୍ତି ଯେ ତାଙ୍କ ପିଲା ମାନଙ୍କର ଭବିଷ୍ୟତର ସବୁ ଦାୟୀତ୍ୱ ନେବେ । ତେବେ ପିଣ୍ଟୁ ନନ୍ଦଙ୍କ ପାଇଁ ଆଶ୍ୱରା କାମନା କରନ୍ତୁ ଏବଂ ତାଙ୍କୁ ସହାୟତାର ହାତ ବଢାନ୍ତୁ ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Uncategorized

LIC ରେ ଆସିଲା ନୂଆ ସ୍କିମ ଦେଖନ୍ତୁ । ଆପଣ ମାନେ ବି ହେବେ ମାଲେମାଲ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ LIC ରେ ଆସିଲା ନୂଆ ସ୍କିମ ରଖିବେ 100 ଟଙ୍କା ପାଇବେ 75 ହଜାର ଟଙ୍କା । ପ୍ରତ୍ୟୋକ ମଣିଷ ଚାହାଁନ୍ତି ନିଜର ଭବିଷ୍ୟତ ପାଇଁ କିଛି ଅର୍ଥ ସଞ୍ଚୟ କରିବା ପାଇଁ ଯଦି ଆପଣ ମାନଙ୍କର ରୋଜଗାର କମ୍ ରହିଛି ଆଉ ଆପଣ ମାନେ ସଞ୍ଚୟ କରିବାକୁ ଚାହୁଁଛନ୍ତି । ତେବେ ଆପଣ ମାନେ LIC ର ଏହି ସ୍କିମ୍ ରେ ସ୍ୱଳ୍ପ […]

ଅଧିକ ପଢ
alerted
Uncategorized

ଆଜି ୨୨ ମାର୍ଚ୍ଚ | ଆଜିବି କାଳବୈଶାଖୀ | ଏସବୁ ଜିଲ୍ଲାକୁ ସତର୍କ |

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମାର୍ଚ୍ଚ ମାସ ୨୨ ତାରିଖ ବୁଧବାର ଅର୍ଥାତ୍ ଆଜି । ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳ ବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆଉ ସେପଟେ ୨୩ ରୁ ଅର୍ଥାତ୍ ଆସନ୍ତା କାଲିଠାରୁ ଉତ୍ତର ପଶ୍ଚିମ ଭାରତ ଉପରେ ଆଉ ଏକ ପଶ୍ଚିମା ଝଡର ପ୍ରଭାବ ଅନୁଭୂତ ହେବ । ଆଉ ଏହାର ପ୍ରଭାବ ଓଡିଶା ଉପରେ […]

ଅଧିକ ପଢ
Rashmi
Uncategorized

ମୁଁ ଯାହା ଚାଁହୁଥିଲି ସେଇଟା ତୁ ଦେଲୁନି ,ସେଥିପାଇଁ ମୁଁ ରଶ୍ମି ପାଖକୁ ଗଲି

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମୋର ଆଉ ତୋ ପ୍ରତି ଫିଲିଙ୍ଗ୍ସ ନାହିଁ । ମୋର ଏବେ ମୋର ଏକ୍ସ ବୟଫ୍ରେଣ୍ଡ ପ୍ରତି ଫିଲିଙ୍ଗ୍ସ ଚାଲି ଆସିଛି । ମୁଁ ଏବେ ଆଉ ତୋ ପାଖରେ ରହିବାକୁ ଚାହୁଁ ନାହିଁ । ତୋ ପାଖରେ ଯେତିକି ଦିନ ରହିଲି ବହୁତ ରହିଲି । ତୋ ପାଖରେ ଯେତିକି ଦିନ ରହିଲି ତାହା ତୋ ଭାଗ୍ୟ । ଏବେ ମୁଁ ପୁଣି […]

ଅଧିକ ପଢ