ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା, ଆହୁରି ୨ଦିନ ରହିବ ଥଣ୍ଡା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଜାଡରେ ଥରୁଛି ସାରା ଓଡିଶା। ହାଡଭଙ୍ଗା ଶୀତରେ କମ୍ପି ଉଠୁଛି ସାରା ଓଡିଶା । ଉପକୂଳ ରୂପାନ୍ତ ସବୁଠି ଅସହ୍ୟ ଜାଡ । ପ୍ରବଳ ଜାଡ ରେ ଅସ୍ତବ୍ୟସ୍ତ ଜୀବନ । ହଁ ସବୁଠି ପ୍ରବଳ ଶୀତ ଅନୁଭୂତ ହେଉଛି । ଆହୁରି ଦୁଇଦିନ ରହିବ ଶୀତର ଲହରୀ । ପ୍ରବଳ ଥଣ୍ଡା ପାଇଁ ଆଜି ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ସକାଳ ୮.୩୦ ରୁ ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ଝାରସୁଗୁଡା, ଦେବଗଡ ଓ ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ୱାର୍ଣିଂ ଜାରି କରିଛି । ଆଜି ମଧ୍ୟ କନ୍ଧମାଳ ର ଦାରିଙ୍ଗବାଡ଼ି ଓ ସୁନ୍ଦରଗଡ଼ ର କୋଇଡାରେ ତୁଷାରପାତ ହୋଇଛି । ରବିବାର ଶିମିଳିଗୁଡାରେ ରାତିର ତାପମାତ୍ରା ୨ ଡିଗ୍ରି ତଳକୁ ଖସି ଆସିଛି । ଯାହା ଫଳରେ ଶୀତ ବଢିଛି । ହାଡଭଙ୍ଗା ଶୀତ ହେଉଛି ।

Winter

ଗତ ଦୁଇଦିନ ହେବ କନ୍ଧମାଳ, ସୁନ୍ଦରଗଡ ଜିଲ୍ଲାର କିଛି ଅଞ୍ଚଳରେ ତୁଷାରପାତ ଦେଖିବାକୁ ମିଳୁଛି । ରାଜ୍ୟରେ ୨୧ ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଛି । ସେହିଭଳି ରାଜଧାନୀ ଭୂବନେଶ୍ୱର ର ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରି କୁ ଖସି ଯାଇଥିବା ବେଳେ କଟକରେ ରାତିର ତାପମାତ୍ରା ୧୧.୫ ଡିଗ୍ରି ରେକର୍ଡ କରାଯାଇଛି ।

ଆଉ ସେପଟେ ଶୀତରୁ ଟିକେ ରକ୍ଷା ପାଇବା ପାଇଁ ଚାହା ଦୋକାନ ଗୁଡିକରେ ଭିଡ ଜମୁଛି । ଲୋକେ ଶୀତରୁ ମୁକ୍ତି ପାଇଁବା ପାଇଁ ନିଆଁର ସାହାରା ନେଉଛନ୍ତି । ସୁନ୍ଦରଗଡରେ ମଧ୍ୟ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଜିଲ୍ଲାର ଅନେକ ସ୍ଥାନରେ ଘନ କୁହୁଡ଼ି ଓ କାକର ଦେଖିବାକୁ ମିଳୁଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Kalia Yojana
Uncategorized

କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର । ଏହି ତାରିଖରେ ଆସିବ ଟଙ୍କା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ କାଳିଆ ଯୋଜନା ରେ ଆସି ଜାଇଛି ବଡ ଖୁସୀ ଖବର ଆପଣ ସମସ୍ତ ଙ୍କୁ ମିଳିବାକୁ ଯାଉଛି ଟଙ୍କା ଆପଣ ମାନେ ଭୂମୀହୀନରେ ଥାଆନ୍ତୁ ବା ଆପଣ ମାନେ ଚାଷୀରେ ଥାଆନ୍ତୁ ଦୁଇ ଜଣଙ୍କୁ ମିଳିବ ଟଙ୍କା କେତେ ଟଙ୍କା ମିଳିବ କେଉଁ ତାରିଖ ରେ ମିଳିବ । କଣ ରହିଛି ସଂମ୍ପର୍ଣ୍ଣ ପ୍ରେସସ ଆପଣ ମାନଙ୍କୁ ସବୁ ବିଷୟ ରେ ସଂମ୍ପର୍ଣ୍ଣ ବିବରଣି […]

ଅଧିକ ପଢ
dj
Uncategorized

ଫସିବେ ବୋଲି ଏମିତି କଲା ମୋ ସହିତ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଡିଜେ ଆଜେକ୍ସ ଙ୍କ ମୃ-ତ୍ୟୁ କୁ ନେଇ ଦିନ ଯେତେ ଗଡୁଛି । ସନ୍ଦେହ ମଧ୍ୟ ସେତିକି ପରିମାଣ ରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଡିଜେ ଆଜେକ୍ସ ଙ୍କର ଦ୍ୱାଦଶ କର୍ମ ମଧ୍ୟ ଶେଷ ହୋଇଛି । ତେବେ ଏହି ଦ୍ୱାଦଶ କର୍ମ ରେ ଆଜେକ୍ସ ଙ୍କ ସମସ୍ତ ସାଙ୍ଗ ସାଥି ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା । ହେଲେ ଯାହା […]

ଅଧିକ ପଢ
Uncategorized

ଆସିଲା ସବୁ ସତ ପଦାକୁ । ଅଭିନୟ ଜଗତରୁ କାହିଁକି ଦୁରେଇ ଯାଇଥିଲେ ଜ୍ୟୋତି ମିଶ୍ର

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ବିଗତ 13 ବର୍ଷ ପରେ ପରଦା କୁ ଫେରିବେ ଜ୍ୟୋତି ମିଶ୍ର । ତେବେ ତାଙ୍କର ନୂଆ ଫିଲ୍ମ ରେ ସେ ଏହି ଦିନ ରେ ଦେଖିବା ପାଇଁ ମିଳିବେ ତେବେ ଆମେ ଆପଣ ମାନଙ୍କୁ ଏଠାର ସେ କଣ ପାଇଁ ସିନେମା ଜଗତ ରୁ ଦୂରେଇ ଜାଇ ଥିଲେ ସେହି ବିଷୟ ରେ ଆପଣ ମାନଙ୍କୁ ସଂମ୍ପର୍ଣ୍ଣ ଭାବେ କହିବା ପାଇଁ ଚାହିଁବୁ […]

ଅଧିକ ପଢ