ଆଉ ନାହାଁନ୍ତି ଏହି ପ୍ରସିଦ୍ଧ ଅଭିନେତା । ଆସିଲା ବଡ ଦୁଃଖ ଖବର

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ବର୍ତ୍ତମାନ ସମୟରେ ବଡ ଦୁଃଖଦ ଖବର ସାମ୍ନାକୁ ଆସିଛି । ଆଉ ଜଣେ ଜଣାଶୁଣା ଅଭିନେତାଙ୍କ ପରଲୋକରେ ଅନେକ କଳାକାର ଦୁଃଖ ପ୍ରକାଶ କରିଛନ୍ତି । ଟେଲିଭିଜନ ଜଗତରେ ଶୋକର ଛାୟା ଖେଳି ଯାଇଛି । ଟେଲିଭିଜନ ଜଗତରେ ପୁଣିଥରେ ଜଣାଶୁଣା ଅଭିନେତାଙ୍କ ଚେହେରା ଦେଖିବାକୁ ମିଳିବନି । ଛୋଟ ପରଦାର ଲୋକପ୍ରିୟ ଅଭିନେତାଙ୍କ ପରଲୋକରେ ଅନେକ କଳାକାର ଦୁଃଖ ପ୍ରକାଶ କରିଛନ୍ତି ।

ଜିମ୍ ସେଣ୍ଟରରେ ବ୍ୟାମ୍ କରୁଥିବା ସମୟେର ହଠାତ୍ ବେହୁସ୍ ହୋଇଯାଇ ପ୍ରାଣ ତ୍ୟାଗ କରିଛନ୍ତି । ତେବେ ହୃଦଘାତର ତାଙ୍କର ମୃ-ତ୍ୟୁ ଘଟିଥିବା କୁହାଯାଉଅଛି । ମୃ-ତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । ତାଙ୍କର ପୁଅ, ଝିଅ ଆଉ ତାଙ୍କର ପତ୍ନୀ ଅଛନ୍ତି । ତାଙ୍କ ମୃ-ତ୍ୟୁ ସମ୍ପର୍କରେ ଅଭିନେତା ସୋସିଆଲ ମଡିଆରେ ଶ୍ରନ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

actor

ସିଦ୍ଧାନ୍ତ ଆଜି ଶେଷ ନିଶ୍ୱାସ ତ୍ୟାଗ କରିବା ସୂଚନା ଦେଇଛନ୍ତି । ଜିମ୍ ରେ ବ୍ୟାମ୍ କରୁଥିବା ବେଳେ ତଳେ ଟଳି ପଡିଥିଲେ । ତାଙ୍କୁ ତୁରନ୍ତ ମେଡିକାଲ ନିଆ ଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃ-ତ୍ୟୁ ଘୋଷଣା କରିଥିଲେ । ସିଦ୍ଧାନ୍ତଙ୍କ ର ଅକାଳ ବିୟୋଗରେ ହିନ୍ଦୀ ଟେଲିଭିଜନରେ ଶୋକର ଛାୟା ଖେଳି ଯାଇଛି । ସେ ସୋ ରେ କାମ କରୁଥିଲେ । ସିଦ୍ଧାନ୍ତ ମଡିଆ ଆଲେସିଆ କୁ ବିବାହ କରିଛନ୍ତି ।

ତାଙ୍କ ପୂର୍ବରୁ ସିଦ୍ଧାନ୍ତ ମିଡିଆ କର୍ମଚାରୀ ଇରା ଚୌଧୁରୀଙ୍କୁ ବିବାହ କରିଥିଲେ । ତାଙ୍କର ପ୍ରଥମ ପତ୍ନୀଙ୍କ ର ଏକ ଝିଅ ଥିବା ବେଳେ ତାଙ୍କର ପତ୍ନୀ ଆଲେସିଆଙ୍କ ଠାରୁ ପୁଅ ଟିଏ ଅଛି । ସେ ଅନେକ ହିଟ୍ ଟିଭି ସୋ ରେ କାମ କରିଛନ୍ତି । ତେବେ ଲୋକପ୍ରିୟ ଅଭିନେତାଙ୍କ ପରଲୋକରେ ଅନେକ କଳାକାର ଦୁଃଖ ପ୍ରକାଶ କରିଛନ୍ତି । ଟେଲିଭିଜନ ଜଗତରେ ଶୋକର ଛାୟା ଖେଳି ଯାଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

G M

Leave a Reply

Your email address will not be published.

Uncategorized

LIC ରେ ଆସିଲା ନୂଆ ସ୍କିମ ଦେଖନ୍ତୁ । ଆପଣ ମାନେ ବି ହେବେ ମାଲେମାଲ…

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ LIC ରେ ଆସିଲା ନୂଆ ସ୍କିମ ରଖିବେ 100 ଟଙ୍କା ପାଇବେ 75 ହଜାର ଟଙ୍କା । ପ୍ରତ୍ୟୋକ ମଣିଷ ଚାହାଁନ୍ତି ନିଜର ଭବିଷ୍ୟତ ପାଇଁ କିଛି ଅର୍ଥ ସଞ୍ଚୟ କରିବା ପାଇଁ ଯଦି ଆପଣ ମାନଙ୍କର ରୋଜଗାର କମ୍ ରହିଛି ଆଉ ଆପଣ ମାନେ ସଞ୍ଚୟ କରିବାକୁ ଚାହୁଁଛନ୍ତି । ତେବେ ଆପଣ ମାନେ LIC ର ଏହି ସ୍କିମ୍ ରେ ସ୍ୱଳ୍ପ […]

ଅଧିକ ପଢ
alerted
Uncategorized

ଆଜି ୨୨ ମାର୍ଚ୍ଚ | ଆଜିବି କାଳବୈଶାଖୀ | ଏସବୁ ଜିଲ୍ଲାକୁ ସତର୍କ |

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମାର୍ଚ୍ଚ ମାସ ୨୨ ତାରିଖ ବୁଧବାର ଅର୍ଥାତ୍ ଆଜି । ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳ ବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆଉ ସେପଟେ ୨୩ ରୁ ଅର୍ଥାତ୍ ଆସନ୍ତା କାଲିଠାରୁ ଉତ୍ତର ପଶ୍ଚିମ ଭାରତ ଉପରେ ଆଉ ଏକ ପଶ୍ଚିମା ଝଡର ପ୍ରଭାବ ଅନୁଭୂତ ହେବ । ଆଉ ଏହାର ପ୍ରଭାବ ଓଡିଶା ଉପରେ […]

ଅଧିକ ପଢ
Rashmi
Uncategorized

ମୁଁ ଯାହା ଚାଁହୁଥିଲି ସେଇଟା ତୁ ଦେଲୁନି ,ସେଥିପାଇଁ ମୁଁ ରଶ୍ମି ପାଖକୁ ଗଲି

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ମୋର ଆଉ ତୋ ପ୍ରତି ଫିଲିଙ୍ଗ୍ସ ନାହିଁ । ମୋର ଏବେ ମୋର ଏକ୍ସ ବୟଫ୍ରେଣ୍ଡ ପ୍ରତି ଫିଲିଙ୍ଗ୍ସ ଚାଲି ଆସିଛି । ମୁଁ ଏବେ ଆଉ ତୋ ପାଖରେ ରହିବାକୁ ଚାହୁଁ ନାହିଁ । ତୋ ପାଖରେ ଯେତିକି ଦିନ ରହିଲି ବହୁତ ରହିଲି । ତୋ ପାଖରେ ଯେତିକି ଦିନ ରହିଲି ତାହା ତୋ ଭାଗ୍ୟ । ଏବେ ମୁଁ ପୁଣି […]

ଅଧିକ ପଢ